Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 26:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଦୁଇଭାଗ କରି କପଡ଼ାଗୁଡ଼ିକ ଗଣ୍ଠିଲିରେ ଏକତ୍ରିତ କର। ପ୍ରତ୍ୟେକ ଗଣ୍ଠିଲିରେ ପାଞ୍ଚ ଖଣ୍ଡ କପଡ଼ା ରଖି ଗୋଟିଏକୁ ଅନ୍ୟ ଗୋଟିଏ ସହିତ ଯୋଡ଼ିଦିଅ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 26:3
12 Iomraidhean Croise  

ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।


ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।


ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।


ପୁଣି, ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ।


ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।


ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି।


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।


Lean sinn:

Sanasan


Sanasan