ଯାତ୍ରା ପୁସ୍ତକ 26:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କରିବ ଓ ଯୋଡ଼ ସ୍ଥାନରେ ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ। Faic an caibideilଓଡିଆ ବାଇବେଲ4 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ। Faic an caibideilପବିତ୍ର ବାଇବଲ4 ଉଭୟ ପ୍ରକାର ପରଦା ଗୁଡ଼ିକର ଧଡ଼ି ଝାଲେରି କାର୍ଯ୍ୟ ପାଇଁ ନୀଳ ବସ୍ତ୍ର ବ୍ୟବହାର କର। Faic an caibideil |