Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 26:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ପଚାଶ ସ୍ଵର୍ଣ୍ଣ ଘୁଣ୍ତି କରି ଘୁଣ୍ତିରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକା ସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ଏକ ବଡ଼ ତମ୍ବୁ କରିବା ପାଇଁ ଏହା ପରେ ପଗ୍ଭ‌ଶ୍‌ଟି ସ୍ୱର୍ଣ୍ଣକପଡ଼ାରେ ପରଦାଗୁଡ଼ିକ ଯୋଡ଼ିବ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 26:6
11 Iomraidhean Croise  

ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।


ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।


ଅର୍ଥାତ୍‍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।


ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।


ଅର୍ଥାତ୍‍, ଆବାସ, ତହିଁର ତମ୍ବୁ, ଛାତ, ଆଙ୍କୁଡ଼ା, ପଟା, ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,


ଆଉ ସେ ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା।


ଆଉ ସେ ଯୋଡି଼ ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ।


ଏଥିଉତ୍ତାରେ ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍‍, ତମ୍ବୁ ଓ ତହିଁର ସକଳ ପାତ୍ର, ଆଙ୍କୁଡ଼ା, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି।


Lean sinn:

Sanasan


Sanasan