Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 26:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ଏହି ଏଗାର ଖଣ୍ଡ କପଡ଼ା ଏକ ପ୍ରକାର ଆକାର ବିଶିଷ୍ଟ ହେବା ଉଚିତ୍। ଏହାର ଲମ୍ବ ତିରିଶ୍ ହାତ ଓ ପ୍ରସ୍ଥ ଗ୍ଭରି ହାତ ହେବା ଉଚିତ୍।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 26:8
4 Iomraidhean Croise  

ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।


ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।


ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।


ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।


Lean sinn:

Sanasan


Sanasan