ଯାତ୍ରା ପୁସ୍ତକ 27:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ ଓ ତହିଁର କରଚୁଲି ଓ କୁଣ୍ତ ଓ ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ। Faic an caibideilଓଡିଆ ବାଇବେଲ3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ। Faic an caibideilପବିତ୍ର ବାଇବଲ3 “ଭସ୍ମ ରଖିବା ପାଇଁ ପାତ୍ର କର, କୋଦାଳ, ଗରା, କଣ୍ଟାଗ୍ଭମୁଚ ଏବଂ କରେଇ କଂସାରୁ ତିଆରି କର। ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ। Faic an caibideil |