ଯାତ୍ରା ପୁସ୍ତକ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବି?” Faic an caibideilପବିତ୍ର ବାଇବଲ (Re-edited) - (BSI)11 ତହିଁରେ ମୋଶା ପରମେଶ୍ଵରଙ୍କୁ କହିଲେ, ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି? Faic an caibideilଓଡିଆ ବାଇବେଲ11 ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି ?” Faic an caibideilପବିତ୍ର ବାଇବଲ11 କିନ୍ତୁ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ ଫାରୋ ନିକଟକୁ ଯିବା ପାଇଁ କିଏ? କିପରି ମୁଁ ଇସ୍ରାଏଲୀୟମାନଙ୍କୁ ମିଶର ଦେଶରୁ ବାହାରକୁ ଆଣିବି?” Faic an caibideil |