Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 30:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ଏହି ବେଦି ବର୍ଗାକାର ହେବ। ଏକ ହାତ ଲମ୍ବ, ଏକ ହାତ ପ୍ରସ୍ଥ ଏବଂ ଏହା ଦୁଇ ହାତ ଉଚ୍ଚ ହେବା ଉଚିତ୍। ଏହାର ଶିଙ୍ଗଗୁଡ଼ିକ ବେଦିର ଅଂଶ ହେବ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 30:2
5 Iomraidhean Croise  

ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।


ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।


“ଆଉ ତୁମ୍ଭେ ଧୂପ ଜଳାଇବା ପାଇଁ ଶିଟୀମ୍‍ କାଷ୍ଠର ଏକ ବେଦି ନିର୍ମାଣ କରିବ।


ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।


ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଈଶ୍ବରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ଚାରି କୋଣଗୁଡ଼ିକ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,


Lean sinn:

Sanasan


Sanasan