Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 30:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ତହିଁର ପୃଷ୍ଠ ଓ ଚାରିପାର୍ଶ୍ଵ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ଵର୍ଣ୍ଣର କାନ୍ଥି କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଏହି ବେଦିର ଉପର ଏବଂ ଚତୁର୍ପାର୍ଶ୍ୱକୁ ନିର୍ମଳ ସୁନାରେ ଆଚ୍ଛାଦନ କର ଏବଂ ଗ୍ଭରିଆଡ଼େ ସୁନା କାନ୍ଥ ଦେବ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 30:3
8 Iomraidhean Croise  

ଆଉ ସେହି ମହାପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।


ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହାପବିତ୍ର ସ୍ଥାନର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।


ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍‍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;


ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।


ନିର୍ମଳ ସ୍ୱର୍ଣ୍ଣରେ ତାହା ମଡ଼ାଇବ, ପୁଣି, ତହିଁର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।


ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।


ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।


ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।


Lean sinn:

Sanasan


Sanasan