Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 30:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହି ସାଙ୍ଗୀ ଶିଟୀମ୍‍ କାଷ୍ଠରେ ନିର୍ମାଣ କରି ସ୍ୱର୍ଣ୍ଣରେ ମଡ଼ାଇବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ସେହି ସାଙ୍ଗୀ ଶିଟୀମ୍ କାଷ୍ଠରେ ନିର୍ମାଣ କରି ସ୍ଵର୍ଣ୍ଣରେ ମଡ଼ାଇବ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ସେହି ସାଙ୍ଗୀ ଶିଟୀମ୍‍ କାଷ୍ଠରେ ନିର୍ମାଣ କରି ସ୍ୱର୍ଣ୍ଣରେ ମଡ଼ାଇବ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ଏହି ସାଙ୍ଗୀ ମଧ୍ୟ ଶିଟୀମ୍ କାଠରେ ତିଆରି କରିବ। ଏହି ସାଙ୍ଗୀଗୁଡ଼ିକ ସୁବର୍ଣ୍ଣରେ ଛାଉଣି କରାଯିବ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 30:5
5 Iomraidhean Croise  

ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ସାଙ୍ଗୀ କରି ସ୍ୱର୍ଣ୍ଣରେ ମଡ଼ାଇବ।


ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ।


ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,


ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।


ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ-ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ ବସ୍ତ୍ରର ଆଗରେ ତାହା ରଖିବ।


Lean sinn:

Sanasan


Sanasan