ଯାତ୍ରା ପୁସ୍ତକ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ଵିତୀୟ ଚିହ୍ନରେ ପ୍ରତ୍ୟୟ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା। Faic an caibideilଓଡିଆ ବାଇବେଲ8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା। Faic an caibideilପବିତ୍ର ବାଇବଲ8 ଏହା ପରେ ପରମେଶ୍ୱର କହିଲେ, “ଯଦି ଲୋକମାନେ ତୁମ୍ଭକୁ ବିଶ୍ୱାସ ନ କରିବେ, ଯଦି ସେମାନେ ପ୍ରଥମ ଚିହ୍ନ ଯୋଗୁଁ ବିଶ୍ୱାସ ନ କରନ୍ତି, ସେମାନେ ନିଶ୍ଚିତ ଭାବରେ ଏହି ଚିହ୍ନକୁ ବିଶ୍ୱାସ କରିବେ। Faic an caibideil |