Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁ ଉତ୍ତାରେ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ତହିଁ ଉତ୍ତାରୁ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, ଫାରୋ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ତହିଁ ଉତ୍ତାରୁ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ତେଣୁ ଇସ୍ରାଏଲୀୟ କ୍ରୀତଦାସମାନଙ୍କର ମୁନିବ ଓ ତଦାରଖକାରୀଗଣ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଆଉ ପାଳ ନ ଦେବା ପାଇଁ ଫାରୋ ନିଷ୍ପତ୍ତି କରିଛନ୍ତି।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 5:10
7 Iomraidhean Croise  

ଏଥିଉତ୍ତାରେ ସେମାନେ ଭାର ବହନ ଦ୍ୱାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି, ସେମାନଙ୍କ ଦ୍ୱାରା ଫାରୋଙ୍କ ନିମନ୍ତେ ଭଣ୍ଡାରର ନଗର, ଅର୍ଥାତ୍‍, ପିଥୋମ୍‍ ଓ ରାମିଷେଷ୍‍ ନିର୍ମାଣ କରାଇଲେ।


ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।


ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।’”


ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,


ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”


ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।


ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।


Lean sinn:

Sanasan


Sanasan