Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 “ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେମାନେ ଇଷ୍ଟକାଦି ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାର୍ହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 “ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାର୍ହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 “ତୁମ୍ଭେମାନେ ସେମାନଙ୍କୁ ଇଟା ପାଇଁ ନଡ଼ା ଦେଉଥିଲ। ସେମାନଙ୍କୁ ଆଉ ପାଳ ଦିଅ ନାହିଁ। ସେମାନେ ନିଜପାଳ ନିଜେ ସଂଗ୍ରହ କରନ୍ତୁ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 5:7
5 Iomraidhean Croise  

ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।


ସେ ଆହୁରି କହିଲା, “ଆମ୍ଭମାନଙ୍କର ପାଳକୁଟା ଓ ଦାନା ଯଥେଷ୍ଟ ଅଛି, ମଧ୍ୟରାତ୍ର କ୍ଷେପଣ କରିବାକୁ ସ୍ଥାନ ଅଛି।”


ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,


ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ‘ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉଅଛନ୍ତି;’


ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।”


Lean sinn:

Sanasan


Sanasan