ଯାତ୍ରା ପୁସ୍ତକ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଯେବେ ତୁମ୍ଭେ ସେମାନଙ୍କୁ ଛାଡ଼ି ଦେବା ପାଇଁ ଅସମ୍ମତ ହେବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ଵାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ତ ଦେବା। Faic an caibideilଓଡିଆ ବାଇବେଲ2 କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା। Faic an caibideilପବିତ୍ର ବାଇବଲ2 ଯଦି ତୁମ୍ଭେ ମୋର ଲୋକମାନଙ୍କୁ ଛାଡ଼ିବାକୁ ମନା କରିବ, ତେବେ ମୁଁ ମିଶରକୁ ସମ୍ପୂର୍ଣ୍ଣ ବେଙ୍ଗରେ ପରିପୂର୍ଣ୍ଣ କରି ଦେବି। Faic an caibideil |