Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମାତ୍ର ଯଦି ସେମାନଙ୍କୁ ଯିବା ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ମାତ୍ର ଯେବେ ସେମାନଙ୍କୁ ଛାଡ଼ିଦେବା ପାଇଁ ନାସ୍ତି କରିଏବେ ମଧ୍ୟ ବାଧା ଦେବ,

Faic an caibideil Dèan lethbhreac

ଓଡିଆ ବାଇବେଲ

2 ମାତ୍ର ଯଦି ସେମାନଙ୍କୁ ଯିବାକୁ ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,

Faic an caibideil Dèan lethbhreac

ପବିତ୍ର ବାଇବଲ

2 ଯଦି ତୁମ୍ଭେ ଏପରି କର ଓ ମୋର ଲୋକମାନଙ୍କୁ ଯିବାକୁ ନ ଦିଅ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 9:2
15 Iomraidhean Croise  

ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ।


ମାତ୍ର ଯଦି ମୋହର ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କର, ତେବେ ଦେଖ, ଆମ୍ଭେ ଆସନ୍ତାକାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା।


ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’”


ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’”


କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ;


ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।


ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”


କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।


ସେତେବେଳେ ମନୁଷ୍ୟମାନେ ମହାତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ବରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ-ପରିବର୍ତ୍ତନ କଲେ ନାହିଁ।


Lean sinn:

Sanasan


Sanasan