ଯାତ୍ରା ପୁସ୍ତକ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଟକ, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ। Faic an caibideilଓଡିଆ ବାଇବେଲ3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ। Faic an caibideilପବିତ୍ର ବାଇବଲ3 ତେବେ ସଦାପ୍ରଭୁ ତୁମ୍ଭର ପଶୁମାନଙ୍କ ଉପରେ ତାଙ୍କର ମହାନ ଶକ୍ତି ପ୍ରୟୋଗ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପଶୁ ଯଥା: ଘୋଡ଼ାମାନଙ୍କର, ଗଧମାନଙ୍କର, ଓଟମାନଙ୍କର, ଗାଈ ଗୋରୁମାନଙ୍କର, ମେଣ୍ଢାମାନଙ୍କଠାରେ ମାହାମାରୀ ସୃଷ୍ଟି କରିବେ। Faic an caibideil |
“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।