ଯାତ୍ରା ପୁସ୍ତକ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।’” Faic an caibideilପବିତ୍ର ବାଇବଲ (Re-edited) - (BSI)4 ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ-ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ। Faic an caibideilଓଡିଆ ବାଇବେଲ4 ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ। Faic an caibideilପବିତ୍ର ବାଇବଲ4 ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କର ପଶୁମାନଙ୍କ ପାଇଁ ଯେପରି ବ୍ୟବହାର କରିବେ, ସେପରି ମିଶରୀୟମାନଙ୍କର ପଶୁମାନଙ୍କୁ ବ୍ୟବହାର କରିବେ ନାହିଁ। ଇସ୍ରାଏଲୀୟମାନଙ୍କର କୌଣସି ପଶୁ ମରିବେ ନାହିଁ। Faic an caibideil |