Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟିର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟୀର ଭସ୍ମ ନିଅ, ପୁଣି ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚିଦେଉ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟୀର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ହାତ ମୁଠାକୁ ଭାଟିର ଭସ୍ମରେ ପୂର୍ଣ୍ଣ କର। ମୋଶା ତୁମ୍ଭେ ଫାରୋ ଦେଖୁଥିବା ସମୟରେ ଭସ୍ମ ପବନରେ ନିଶ୍ଚୟ ଉଡ଼ାଇ ଦେବ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 9:8
4 Iomraidhean Croise  

ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ‘ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।’”


ତହୁଁ ସେମାନେ ଭାଟିର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।


ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।


ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।”


Lean sinn:

Sanasan


Sanasan