ଏଜ୍ରା 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)3 ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ଵର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ଵର ଅଟନ୍ତି। Faic an caibideilଓଡିଆ ବାଇବେଲ3 ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି। Faic an caibideilପବିତ୍ର ବାଇବଲ3 ତାଙ୍କ ସମସ୍ତ ଲୋକମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ଭିତରୁ ଯେକେହି ହୁଅନା, ତାର ପରମେଶ୍ୱର ତା’ ସହିତ ରୁହନ୍ତୁ। ଯିହୁଦାସ୍ଥିତ ଯିରୁଶାଲମ ପର୍ଯ୍ୟନ୍ତ ତାକୁ ଯିବାକୁ ଦିଅ ଏବଂ ତାକୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବାକୁ ଦିଅ। ସେ ହିଁ ପରମେଶ୍ୱର ଯିଏ କି ଯିରୁଶାଲମରେ ଅଛନ୍ତି। Faic an caibideil |
ମାତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”