ଏଜ୍ରା 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପାଥାଳୀ, ଅଣତିରିଶ ଛୁରୀ; Faic an caibideilପବିତ୍ର ବାଇବଲ (Re-edited) - (BSI)9 ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପା ଥାଳୀ, ଅଣତିରିଶ ଛୁରୀ; Faic an caibideilଓଡିଆ ବାଇବେଲ9 ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପା ଥାଳୀ, ଅଣତିରିଶ ଛୁରୀ; Faic an caibideilପବିତ୍ର ବାଇବଲ9 ମିତ୍ରଦାତର ସଦାପ୍ରଭୁଙ୍କର ମନ୍ଦିରରୁ ଯେଉଁସବୁ ବସ୍ତୁ ଆଣିଥିଲା, ସେହି ଦ୍ରବ୍ୟଗୁଡ଼ିକର ସଂଖ୍ୟା ଏହିପରି ଥିଲା: ସୁନାଥାଳୀ 30, ରୂପାଥାଳୀ 1,000, ଛୁରୀ 29, Faic an caibideil |
ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।