ଏଜ୍ରା 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ-ସନ୍ତାନଗଣ ସେହି ସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଏକ ମନ ହୋଇ ଯିରୂଶାଲମରେ ଏକତ୍ରିତ ହେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ-ସନ୍ତାନଗଣ ସେହିସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଯିରୂଶାଲମରେ ଏକତ୍ରିତ ହେଲେ। Faic an caibideilଓଡିଆ ବାଇବେଲ1 ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ ସନ୍ତାନଗଣ ସେହିସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଏକ ମନ ହୋଇ ଯିରୂଶାଲମରେ ଏକତ୍ରିତ ହେଲେ। Faic an caibideilପବିତ୍ର ବାଇବଲ1 ଏହା ପରେ ସପ୍ତମ ମାସରେ ଇସ୍ରାଏଲ ସନ୍ତାନଗଣ ଯିରୁଶାଲମଠାରେ ଏକ ବ୍ୟକ୍ତି ତୁଲ୍ୟ ଏକତ୍ରିତ ହେଲେ। Faic an caibideil |