ଏଜ୍ରା 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ ଭ୍ରାତୃଗଣ ଓ ଶଲଟୀୟେଲର ପୁତ୍ର ଯିରୁବ୍ବାବିଲ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ଵରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ଵରଙ୍କ ଯଜ୍ଞବେଦି ନିର୍ମାଣ କଲେ। Faic an caibideilଓଡିଆ ବାଇବେଲ2 ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ। Faic an caibideilପବିତ୍ର ବାଇବଲ2 ଯୋଷାଦକର ପୁତ୍ର ଯେଶୂୟ ଓ ତାର ଯାଜକ ଭାତୃଗଣ, ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ତାର ଭାତୃଗଣ ମିଶି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନ ଅନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ। Faic an caibideil |
ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।