ଏଜ୍ରା 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)16 ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର-କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ଵାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ। Faic an caibideilଓଡିଆ ବାଇବେଲ16 ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ‘ଏହି ନଗର ନିର୍ମିତ ଓ ଏହି ପ୍ରାଚୀର-କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।’” Faic an caibideilପବିତ୍ର ବାଇବଲ16 ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଯଦି ଏହି ନଗର ନିର୍ମିତ ଓ ଏହି ପ୍ରାଚୀର ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ। Faic an caibideil |