ଏଜ୍ରା 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେତେବେଳେ ସେମାନେ ଯିରୁବ୍ବାବିଲ୍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ ସେମାନେ ସରୁବ୍ବାବିଲ ଓ ପିତୃବଂଶ-ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସରହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ। Faic an caibideilଓଡିଆ ବାଇବେଲ2 ସେତେବେଳେ ସେମାନେ ଯିରୁବ୍ବାବିଲ୍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।” Faic an caibideil |
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।