ଏଜ୍ରା 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ-ରାଜ କୋରସ୍ର ଯାବଜ୍ଜୀବନ ଓ ପାରସ୍ୟ-ରାଜ ଦାରୀୟାବସର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ପ୍ରତିକୂଳରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ। Faic an caibideilଓଡିଆ ବାଇବେଲ5 ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ। Faic an caibideilପବିତ୍ର ବାଇବଲ5 ସେମାନଙ୍କ ଅଭିପ୍ରାୟ ଦୁର୍ବଳ କରିବା ପାଇଁ ପାରସ୍ୟ ରାଜା କୋରସର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରିୟାବସର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ପ୍ରତିକୂଳରେ ମନ୍ତ୍ରଣାକାରିମାନଙ୍କୁ ବେତନ ଦେଇ ରଖିଲେ। Faic an caibideil |