Biblia Todo Logo
Bìoball air-loidhne

- Sanasan -




ଏଜ୍ରା 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୀନହସ୍‍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍‍।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ପୀନହସ୍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ୍; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ପୀନହସ୍‍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍‍।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ପୀନହ‌ସ୍‌ର ବଂଶଧରମାନଙ୍କ ମଧ୍ୟରୁ ଗେର୍ଶୋମ, ଈଥାମରର ବଂଶଧରମାନଙ୍କ ମଧ୍ୟରୁ ଦାନିୟେଲ। ଦାଉଦଙ୍କ ବଂଶଧରମାନଙ୍କ ମଧ୍ୟରୁ ହଟୂଶ୍।

Faic an caibideil Dèan lethbhreac




ଏଜ୍ରା 8:2
6 Iomraidhean Croise  

ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;


ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍‍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍‍, ଛଅ ଜଣ।


ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,


ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ।


Lean sinn:

Sanasan


Sanasan