ଏଜ୍ରା 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଶଖନୀୟର ସନ୍ତାନଗଣ ମଧ୍ୟରୁ; ପରିୟୋଶର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଓ ପୁରୁଷମାନଙ୍କ ବଂଶାବଳୀ କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପରିୟୋଗର ସନ୍ତାନଗଣ ମଧ୍ୟରୁ; ଶଖନୀୟର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଏ ପୁରୁଷମାନଙ୍କ ବଂଶାବଳୀ-କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ। Faic an caibideilଓଡିଆ ବାଇବେଲ3 ଶଖନୀୟର ସନ୍ତାନଗଣ ମଧ୍ୟରୁ; ପରିୟୋଶର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଓ ପୁରୁଷମାନଙ୍କ ବଂଶାବଳୀକ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ। Faic an caibideilପବିତ୍ର ବାଇବଲ3 ଶଖନିୟର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ, ପରିୟୋଶର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ ଜିଖରିୟ ଏବଂ 150 ଜଣ ପୁରୁଷ ତାଙ୍କ ସହିତ ପଞ୍ଜିକୃତ ହୋଇଥିଲେ। Faic an caibideil |