ଏଜ୍ରା 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି। Faic an caibideilପବିତ୍ର ବାଇବଲ (Re-edited) - (BSI)3 ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ତାଇ ବିସ୍ମିତ ହୋଇ ବସିଲି। Faic an caibideilଓଡିଆ ବାଇବେଲ3 ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି। Faic an caibideilପବିତ୍ର ବାଇବଲ3 ଯେତେବେଳେ ମୁଁ ଏହିକଥା ଶୁଣିଲି ମୁଁ ମୋର ବସ୍ତ୍ର ଓ ଗ୍ଭେଗା ଚିରି ନିଜ ମସ୍ତକ ଓ ଦାଢ଼ିର କେଶ କ୍ଷୌରକରି ଚିନ୍ତିତ ହୋଇ ବସିଲି। Faic an caibideil |
ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।