Biblia Todo Logo
Bìoball air-loidhne

- Sanasan -




ଗାଲାତୀୟ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କିମ୍ବା ମନୁଷ୍ୟମାନଙ୍କ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ମୁଁ ପାଉଲ, ଜଣେ ପ୍ରେରିତ (ମନୁଷ୍ୟଠାରୁ ନୁହେଁ, କି ମନୁଷ୍ୟ ଦ୍ଵାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଏବଂ ଯେଉଁ ପିତା ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ଵାରା),

Faic an caibideil Dèan lethbhreac

ଓଡିଆ ବାଇବେଲ

1 ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କି ମନୁଷ୍ୟ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

1-2 ମୁଁ ପ୍ରେରିତ ଶିଷ୍ୟ ପାଉଲ ଓ ଏଠାରେ ଥିବା ସମସ୍ତ ଭାଇମାନେ ଗାଲାତୀୟ ମଣ୍ଡଳୀମାନଙ୍କୁ ଅଭିବାଦନ ଜଣାଉଅଛୁ। ପ୍ରେରିତ ଶିଷ୍ୟ ହେବା ପାଇଁ ମୁଁ ମନୁଷ୍ୟଠାରୁ କିମ୍ବା ମନୁଷ୍ୟର ମଧ୍ୟସ୍ଥତାରେ ଆହ୍ୱାନ ପାଇ ନାହିଁ - ଏହି ଆହ୍ୱାନ, ସ୍ୱୟଂ ପିତା ଈଶ୍ୱରଙ୍କଠାରୁ ଓ ସେ ଯାହାଙ୍କୁ ମୃତ୍ୟୁରୁ ଉଠାଇ ଅଛନ୍ତି, ସେହି ଯୀଶୁ ଖ୍ରୀଷ୍ଟଙ୍କଠାରୁ ପାଇଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ପ୍ରେରିତ ପାଉଲଙ୍କ ନିକଟରୁ ପତ୍ର। ମୁଁ ପ୍ରେରିତ ହେବା ପାଇଁ ମନୁଷ୍ୟ ଦ୍ୱାରା ବଛା ଯାଇ ନାହିଁ କି ମନୁଷ୍ୟ ଦ୍ୱାରା ପଠାଯାଇ ନାହିଁ। ମାତ୍ର ମୁଁ ଯୀଶୁ ଖ୍ରୀଷ୍ଟ ଓ ପରମପିତା ପରମେଶ୍ୱରଙ୍କ ଦ୍ୱାରା ପ୍ରେରିତ ଭାବେ ନିଯୁକ୍ତି ପାଇଛି। ସେହି ପରମପିତା ହିଁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ।

Faic an caibideil Dèan lethbhreac




ଗାଲାତୀୟ 1:1
35 Iomraidhean Croise  

ମୁଁ ଓ ପିତା ଏକ।


ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।”


ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରିପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହିସବୁ ସେପ୍ରକାରେ କରନ୍ତି।


ସେଥିରେ ମୁଁ କହିଲି, ପ୍ରଭୁ ମୁଁ କଅଣ କରିବି? ପୁଣି, ପ୍ରଭୁ ମୋତେ କହିଲେ, “ଉଠ, ଦମ୍ମେଶକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୂପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ।”


କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।


“କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।”


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ବର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;


କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।


ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା,


ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର;


କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,


କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମ ସହରକୁ ନ ଯାଇ ସେହିକ୍ଷଣି ଆରବ ଦେଶକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେଶକ ସହରକୁ ବାହୁଡ଼ି ଆସିଲି।


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,


ସେହି ଅନନ୍ତ ଜୀବନ ସତ୍ୟ ଈଶ୍ବର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଆଜ୍ଞାନୁସାରେ ମୋʼ ଠାରେ ସମର୍ପିତ ହୋଇଅଛି।


ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;


ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,


ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।


“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


“ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,


Lean sinn:

Sanasan


Sanasan