ଗାଲାତୀୟ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ; Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ-ଠାରୁଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ; Faic an caibideilଓଡିଆ ବାଇବେଲ3 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ; Faic an caibideilପବିତ୍ର ବାଇବଲ (CL) NT (BSI)3 ଆମ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ। Faic an caibideilପବିତ୍ର ବାଇବଲ3 ମୁଁ ପ୍ରାର୍ଥନା କରେ ଯେ, ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ। Faic an caibideil |