ହୋଶେୟ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା। Faic an caibideilପବିତ୍ର ବାଇବଲ (Re-edited) - (BSI)8 ସେ ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା। Faic an caibideilଓଡିଆ ବାଇବେଲ8 ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା। Faic an caibideilପବିତ୍ର ବାଇବଲ8 ଗୋମରା ଲୋ-ରୁହାମାଙ୍କ ସେବା ଶେଷ କଲାପରେ ସେ ପୁନର୍ବାର ଗର୍ଭବତୀ ହେଲେ। ସେ ଗୋଟିଏ ପୁତ୍ର ସନ୍ତାନ ଜନ୍ମ ଦେଲେ। Faic an caibideil |