ହୋଶେୟ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ। Faic an caibideilଓଡିଆ ବାଇବେଲ3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ। Faic an caibideilପବିତ୍ର ବାଇବଲ3 ସେଥିପାଇଁ ସେହି ଲୋକମାନେ ଶୀଘ୍ର ଅଦୃଶ୍ୟ ହେବେ। ସେମାନେ ସକାଳର କୁହୁଡ଼ି ସଦୃଶ ଶୀଘ୍ର ଦେଖା ଦେବେ ଓ ଶୀଘ୍ର ଅଦୃଶ୍ୟ ହୋଇଯିବେ। ଇସ୍ରାଏଲୀୟମାନେ ଅଗାଡ଼ି ଖଳାରୁ ଉଡ଼ିଗଲା ପରି ଉଡ଼ିଯିବେ। ଚିମିନିରୁ ଧୂଆଁ ବାହାରି ଅଦୃଶ୍ୟ ହେଲାପରି ସେମାନେ ଅଦୃଶ୍ୟ ହୋଇଯିବେ। Faic an caibideil |