ହୋଶେୟ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ ଅମ୍ମି ଓ ଆପଣାମାନଙ୍କର ଭଗିନୀଗଣଙ୍କୁ ରୁହାମା ବୋଲି କୁହ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣକୁ ଅମ୍ମି (ଆମ୍ଭର ଲୋକ) ଓ ଆପଣାମାନଙ୍କର ଭଗ୍ନୀଗଣକୁ ରୁହାମା (ଦୟାପାତ୍ରୀ) କୁହ। Faic an caibideilଓଡିଆ ବାଇବେଲ1 ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ “ଅମ୍ମି” ଓ ଆପଣାମାନଙ୍କର ଭଗିନୀଗଣଙ୍କୁ “ରୁହାମା” ବୋଲି କୁହ। Faic an caibideilପବିତ୍ର ବାଇବଲ1 “ତା'ପରେ ତୁମ୍ଭେ ତୁମ୍ଭର ଭାଇମାନଙ୍କୁ କହିବ, ‘ତୁମ୍ଭେମାନେ ଆମ୍ଭର ଲୋକ।’ ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କହିବ, ‘ସେ ତୁମ୍ଭମାନଙ୍କୁ ଦୟା ଦେଖାଇଛନ୍ତି।’” Faic an caibideil |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”