ହୋଶେୟ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା; Faic an caibideilପବିତ୍ର ବାଇବଲ (Re-edited) - (BSI)3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା; Faic an caibideilଓଡିଆ ବାଇବେଲ3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା; Faic an caibideilପବିତ୍ର ବାଇବଲ3 ଯଦି ସେ ତା'ର ବ୍ୟଭିଗ୍ଭରିତା ବନ୍ଦ ନ କରେ, ତେବେ ଆମ୍ଭେ ତାକୁ ଉଲଗ୍ନ କରିବା, ସେ ଯେପରି ଜନ୍ମ ହେବା ସମୟରେ ନମ୍ର ଥିଲା। ଆମ୍ଭେ ତା'ର ସମସ୍ତ ଲୋକମାନଙ୍କୁ ନେଇଯିବା ଏବଂ ସେ ମରୁଭୂମି ପରି ଶୂନ୍ୟ ହୋଇଯିବ। ଆମ୍ଭେ ତାକୁ ଶୋଷରେ ମାରିବା। Faic an caibideil |