ହୋଶେୟ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)1 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ଵର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣର ସହିତ ସଦାପ୍ରଭୁଙ୍କର ବିବାଦ ଅଛି। Faic an caibideilଓଡିଆ ବାଇବେଲ1 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି। Faic an caibideilପବିତ୍ର ବାଇବଲ1 ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ଏହି ରାଜ୍ୟର ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁ ତାଙ୍କର ଆରୋପ ଦର୍ଶାଇବେ। “ଏହି ଦେଶର ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ। ଏହି ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କ ପ୍ରତି ସତ୍ ଓ ବିଶ୍ୱସ୍ତ ନୁହନ୍ତି। Faic an caibideil |
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।