ହୋଶେୟ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଶପଥ, ବିଶ୍ଵାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ତହିଁ ମଧ୍ୟରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ। Faic an caibideilଓଡିଆ ବାଇବେଲ2 ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ। Faic an caibideilପବିତ୍ର ବାଇବଲ2 ଏହି ଲୋକମାନେ ଶପଥ, ମିଥ୍ୟା, ହତ୍ୟା ଓ ଗ୍ଭେରି କରନ୍ତି। ସେମାନେ ବ୍ୟଭିଗ୍ଭରିତାର ପାପ ଦ୍ୱାରା ସନ୍ତାନ ଲାଭ କରନ୍ତି। ସେମାନେ ବାରମ୍ବାର ନରହତ୍ୟା କରନ୍ତି। Faic an caibideil |