ହୋଶେୟ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ କ୍ଷୀଣ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ହିଁ ଦୂରୀକୃତ ହେବେ Faic an caibideilଓଡିଆ ବାଇବେଲ3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ। Faic an caibideilପବିତ୍ର ବାଇବଲ3 ତେଣୁ ଦେଶଟି ବ୍ୟକ୍ତି ପରି ମୃତ୍ୟୁରେ କାନ୍ଦେ ଓ ତା'ର ଲୋକମାନେ ଦୁର୍ବଳ ହୋଇପଡ଼ନ୍ତି। ଏପରିକି ସ୍ଥଳଭାଗର ପ୍ରାଣୀ, ଆକାଶର ପକ୍ଷୀ ଓ ସାମୁଦ୍ରିକ ମତ୍ସ୍ୟ ମୃତ୍ୟୁବରଣ କରନ୍ତି। Faic an caibideil |