ଯିଶାଇୟ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା- ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ। Faic an caibideilଓଡିଆ ବାଇବେଲ13 ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ। Faic an caibideilପବିତ୍ର ବାଇବଲ13 “ତୁମ୍ଭେମାନେ ମୋତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ୟା, ସ୍ୱତନ୍ତ୍ର ପର୍ବ ଓ ବିଶ୍ରାମ ଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭେମାନେ ପବିତ୍ର ମହାସଭାରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ। Faic an caibideil |
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;