ଯିଶାଇୟ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।” Faic an caibideilପବିତ୍ର ବାଇବଲ (Re-edited) - (BSI)17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର। Faic an caibideilଓଡିଆ ବାଇବେଲ17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।” Faic an caibideilପବିତ୍ର ବାଇବଲ17 ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ୟାୟ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ୟକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାଯ୍ୟ କର। ବିଧବାମାନଙ୍କୁ ସାହାଯ୍ୟ କର।” Faic an caibideil |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।