ଯିଶାଇୟ 1:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି ; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ। Faic an caibideilଓଡିଆ ବାଇବେଲ23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା’ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ। Faic an caibideilପବିତ୍ର ବାଇବଲ23 ତୁମ୍ଭର ଶାସକଗଣ ବିଦ୍ରୋହୀ ହୋଇଛନ୍ତି ଓ ଗ୍ଭେରମାନଙ୍କର ବନ୍ଧୁ ହୋଇଛନ୍ତି। ତୁମ୍ଭର ସମସ୍ତ ଶାସକ ଲାଞ୍ଚକୁ ଭଲ ପାଆନ୍ତି। ଅନ୍ୟାୟ କାର୍ଯ୍ୟ ପାଇଁ ପାରିତୋଷିକ ଗ୍ରହଣ କରନ୍ତି। ଆଉ ସେହି ଶାସକମାନେ ଲୋକଙ୍କୁ ଠକିବାକୁ ଅର୍ଥ ନିଅନ୍ତି। ତୁମ୍ଭର ସେହି ଶାସକଗଣ ଅନାଥ ପିଲାମାନଙ୍କୁ ଓ ବିଧବାମାନଙ୍କୁ ସେମାନଙ୍କର ଦରକାର ବେଳେ ସାହାଯ୍ୟ କରନ୍ତି ନାହିଁ।’ Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।