ଯିଶାଇୟ 1:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, “ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା; Faic an caibideilପବିତ୍ର ବାଇବଲ (Re-edited) - (BSI)24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଆଃ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବାନ୍ତ Faic an caibideilଓଡିଆ ବାଇବେଲ24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା; Faic an caibideilପବିତ୍ର ବାଇବଲ24 ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲ ବଳଦାତା କୁହନ୍ତି, “ମୁଁ ମୋର ଶତ୍ରୁମାନଙ୍କୁ ଶାସ୍ତି ଦେବି, ତୁମ୍ଭେମାନେ ମୋତେ ଆହୁରି ଯାତନା ଦେବ ନାହିଁ। Faic an caibideil |
ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।