ଯିଶାଇୟ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ଵରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି। Faic an caibideilଓଡିଆ ବାଇବେଲ4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି। Faic an caibideilପବିତ୍ର ବାଇବଲ4 ଇସ୍ରାଏଲ ଗୋଷ୍ଠୀ ପାପରେ ପରିପୂର୍ଣ୍ଣ। ସେମାନେ ଅଧର୍ମ ଓ ପାପରେ ଭାରାକ୍ରାନ୍ତ। ସେମାନେ ଏକ ଭ୍ରଷ୍ଟାଗ୍ଭରୀ ବଂଶ ଦୁଷ୍କର୍ମକାରୀ ସନ୍ତାନଗଣ। ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଛନ୍ତି। ସେମାନେ ଇସ୍ରାଏଲର ପବିତ୍ର ପୁରୁଷଙ୍କୁ ଅବଜ୍ଞା କରିଛନ୍ତି। ସେମାନେ ତାଙ୍କୁ ଜଣେ ଅଜଣାବ୍ୟକ୍ତି ପରି ବ୍ୟବହାର କରିଛନ୍ତି ଓ ଛାଡ଼ି ଗ୍ଭଲିଯାଇଛନ୍ତି। Faic an caibideil |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।