ଯିଶାଇୟ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା। Faic an caibideilପବିତ୍ର ବାଇବଲ (Re-edited) - (BSI)12 ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ଵରର ପ୍ରତିଫଳ ଦେବା। Faic an caibideilଓଡିଆ ବାଇବେଲ12 ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା। Faic an caibideilପବିତ୍ର ବାଇବଲ12 ମୋର ପ୍ରଭୁ ଯିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧରେ ସମସ୍ତ କାର୍ଯ୍ୟ ସମାପ୍ତ କଲାପରେ ଅଶୂରକୁ ଦଣ୍ଡ ଦେବେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ୱର ତାଙ୍କୁ ଦଣ୍ଡ ଦେବେ। Faic an caibideil |