ଯିଶାଇୟ 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ସେ କହିଅଛି, “ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି; Faic an caibideilପବିତ୍ର ବାଇବଲ (Re-edited) - (BSI)13 କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ଵାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି; Faic an caibideilଓଡିଆ ବାଇବେଲ13 କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି; Faic an caibideilପବିତ୍ର ବାଇବଲ13 ଅଶୂରର ରାଜା କହେ, “ମୁଁ ଅତି ଜ୍ଞାନୀ, ମୋର ଜ୍ଞାନ ଓ ଶକ୍ତି ବଳରେ ମୁଁ ବହୁ ମହାନ କାର୍ଯ୍ୟ କରିଛି। ମୁଁ ଗୋଷ୍ଠୀକୁ ପରାଜିତ କରିଛି ଓ ସେମାନଙ୍କର ଧନସମ୍ପଦ ଲୁଣ୍ଠନ କରିଛି। ଆଉମଧ୍ୟ ତା'ର ଲୋକମାନଙ୍କୁ କ୍ରୀତଦାସ କରିଛି। ମୁଁ ଅତି ଶକ୍ତିଶାଳୀ ମାନବ। Faic an caibideil |
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।