Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ଵଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେପରି ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

18 ତା'ପରେ ସେହି ଅଗ୍ନିଶିଖା ବୃଦ୍ଧି ପାଇବ ଓ ବଡ଼ ବଡ଼ ଗଛ ଓ ଦ୍ରାକ୍ଷାକ୍ଷେତକୁ ପୋଡ଼ି ପକାଇବେ। ଶେଷରେ ସମସ୍ତ ଜିନିଷ ଏହି ଅଗ୍ନିଶିଖାରେ ବଳି ପଡ଼ିବ।

Faic an caibideil Dèan lethbhreac




ଯିଶାଇୟ 10:18
10 Iomraidhean Croise  

ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ପ୍ରଭୁଙ୍କୁ ତିରସ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ, ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ, ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସ ସ୍ଥାନରେ, ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।


ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ, ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ, ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।


ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।


ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।


ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।


ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।


ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ୱଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”


ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍‍, ଯିରୂଶାଲମରେ ବାସ କରିବ।


Lean sinn:

Sanasan


Sanasan