ଯିଶାଇୟ 10:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟଦ୍ରବ୍ୟ ସ୍ଵରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ଵରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟ-ବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି। Faic an caibideilଓଡିଆ ବାଇବେଲ2 ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି। Faic an caibideilପବିତ୍ର ବାଇବଲ2 ସେହି ବ୍ୟବସ୍ଥାକାରୀଗଣ ଦରିଦ୍ରମାନଙ୍କ ପ୍ରତି ନ୍ୟାୟ ବିଗ୍ଭର କରନ୍ତି ନାହିଁ। ସେମାନେ ଦରିଦ୍ରମାନଙ୍କର ଅଧିକାରକୁ ଛିନ୍ନ କରନ୍ତି। ସେମାନେ ମଧ୍ୟ ବିଧବା ଓ ଅନାଥର ଧନ ଲୁଣ୍ଠନ କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାନ୍ତି। Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।