ଯିଶାଇୟ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)5 ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ତ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି। Faic an caibideilଓଡିଆ ବାଇବେଲ5 ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି। Faic an caibideilପବିତ୍ର ବାଇବଲ5 ପରମେଶ୍ୱର କହିବେ, “ମୁଁ ଅଶୂରକୁ ଏକ ଯଷ୍ଟିରୂପେ ବ୍ୟବହାର କରିବି। ଏହି କ୍ରୋଧରୂପକ ଦଣ୍ଡ ଇସ୍ରାଏଲକୁ ଶାସ୍ତି ଦେବେ। Faic an caibideil |