Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ତଥାପି ତାହାର ଅଭିପ୍ରାୟ ସେପରି ନୁହେଁ, କିଅବା ତାହାର ହୃଦୟ ସେପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

7 “ମାତ୍ର ମୁଁ ଅଶୂରକୁ ବ୍ୟବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମୋ’ ପାଇଁ ଏକ ଅସ୍ତ୍ର। ଅଶୂର କେବଳ ଲୋକମାନଙ୍କୁ ଧ୍ୱଂସ କରିବାକୁ ଇଚ୍ଛାକରେ। ସେ କେବଳ ଅନେକ ଗୋଷ୍ଠୀକୁ ଧ୍ୱଂସ କରିବାକୁ ମନ୍ତ୍ରଣା କରେ।

Faic an caibideil Dèan lethbhreac




ଯିଶାଇୟ 10:7
13 Iomraidhean Croise  

ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।


କାରଣ ସେ କହେ, “ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହନ୍ତି?


କଲ୍‍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।


ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।


ସେ ଯହିଁ ପାଇଁ ପରିଶ୍ରମ କଲା, ତାହାର ସେହି ପୁରସ୍କାର ରୂପେ ଆମ୍ଭେ ତାହାକୁ ମିସର ଦେଶ ଦେଇଅଛୁ, କାରଣ ସେମାନେ ଆମ୍ଭ ନିମନ୍ତେ କାର୍ଯ୍ୟ କଲେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ପୁଣି, ସେହି ଜନତା ଉତ୍ଥାପିତ ହେଲେ, ତାହାର ଚିତ୍ତ ଗର୍ବିତ ହେବ ଓ ସେ ଅୟୁତ ଅୟୁତ ଲୋକଙ୍କୁ ନିପାତ କରିବ; ତଥାପି ସେ ଜୟଯୁକ୍ତ ନୋହିବ।


ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି।


ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;


କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।


Lean sinn:

Sanasan


Sanasan