ଯିଶାଇୟ 11:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ, Faic an caibideilପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣର ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ, Faic an caibideilଓଡିଆ ବାଇବେଲ3 ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ, Faic an caibideilପବିତ୍ର ବାଇବଲ3 ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହେବେ। ଏହି ପିଲା ନିଜ ଦୃଷ୍ଟି ବଳରେ ଲୋକମାନଙ୍କୁ ବିଗ୍ଭର କରିବ ନାହିଁ କିମ୍ବା ନିଜର ଶୁଣିବାନୁସାରେ ଅନୁଯୋଗ କରିବ ନାହିଁ। Faic an caibideil |
ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।