ଯିଶାଇୟ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କାଳସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ। Faic an caibideilଓଡିଆ ବାଇବେଲ8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ। Faic an caibideilପବିତ୍ର ବାଇବଲ8 ଗୋଟିଏ ଶିଶୁ ବିଷଧର ସର୍ପର ଗର୍ତ୍ତରେ ଖେଳିବ। ଆଉ ମଧ୍ୟ ଶିଶୁଟି ନିର୍ଭୟରେ ସର୍ପ ଗର୍ତ୍ତରେ ହାତ ପୁରାଇବ। Faic an caibideil |