ଯିଶାଇୟ 12:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।” Faic an caibideilପବିତ୍ର ବାଇବଲ (Re-edited) - (BSI)2 ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି। Faic an caibideilଓଡିଆ ବାଇବେଲ2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।” Faic an caibideilପବିତ୍ର ବାଇବଲ2 ପରମେଶ୍ୱର ମୋର ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ୱାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମୋତେ ରକ୍ଷା କରନ୍ତି। ଯିହୋବାଃ ସଦାପ୍ରଭୁ ମୋର ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।” Faic an caibideil |
ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।